Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

କେଉଁ ମନ୍ତ୍ରୀ କରିବେ କେଉଁ ସ୍ଥାନରେ ପତାକା ଉତ୍ତୋଳନ ? ତାଲିକା ଜାରି କଲା ଗୃହ ବିଭାଗ

12/08/2020 at 7:15 PM

ଭୁବନେଶ୍ୱର୧୨ା୮: ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ କେଉଁ ମନ୍ତ୍ରୀ, କେଉଁ ସ୍ଥାନରେ ପତାକା ଉତ୍ତୋଳନ କରିବେ, ସେଥିପାଇଁ ଗୃହ ବିଭାଗ ତାଲିକା ଜାରି କରିଛି। ଚଳିତବର୍ଷ ମଧ୍ୟ ସ୍ୱାଧୀନତା ଦିବସ ପାଳନ କରାଯିବ। । କିନ୍ତୁ କରୋନା କଟକଣା ଭିତରେ ସ୍ୱାଧୀନତା ଦିବସ ପାଳନ କରାଯିବ । ତେବେ ଜାଣନ୍ତୁ କେଉଁ ଜିଲ୍ଳାରେ କିଏ ପତାକା ଉତ୍ତୋଳନ କରିବେ?

ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପୁରୀରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, କଟକରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, କନ୍ଧମାଳରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଗଞ୍ଜାମରେ ମନ୍ତ୍ରୀ ପଦ୍ମନାଭ ବେହେରା, ମାଲକାନଗିରିରେ ମନ୍ତ୍ରୀ ପ୍ରତାପ ଜେନା, କେନ୍ଦୁଝରରେ ମନ୍ତ୍ରୀ ଅରୁଣ କୁମାର ସାହୁ, ନୟାଗଡରେ ମନ୍ତ୍ରୀ ସୁଦାମ ମାରାଣ୍ଡି, ବାଲେଶ୍ବରରେ ସୁଶାନ୍ତ ସିଂହ, ସୁନ୍ଦରଗଡ଼ରେ ମନ୍ତ୍ରୀ ଟୁକୁନି ସାହୁ, ଗତପତିରେ ଜଗନ୍ନାଥ ସରକା, ଖୋର୍ଦ୍ଧାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଅନୁଗୁଳରେ ଅ​ଶୋକ ଚନ୍ଦ୍ର ପଣ୍ଡା, ଯାଜପୁରରେ ମନ୍ତ୍ରୀ ସମୀର ରଞ୍ଜନ ଦାଶ, ମୟୂରଭଞ୍ଜରେ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏବଂ  ରାୟଗଡ଼ାରେ ପ୍ରେମାନନ୍ଦ ନାୟକ ପତାକା ଉତ୍ତୋଳନ କରିବେ।

   Related Posts