Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚଣ୍ଡିଖୋଲ : ଧଳା ଜହର ରାକେଟ୍‌ର ପର୍ଦ୍ଦାଫାଶ କଲା ସଡକ ଦୁର୍ଘଟଣା, ଜବତ ହେଲା ୯ ଗ୍ରାମ୍ ବ୍ରାଉନସୁଗାର
  • ||
  • ଚଣ୍ଡିଖୋଲ : ଚଳିତ ବର୍ଷ ଫିକା ପଡିଛି ଇଦ୍, ଯାଜପୁରରେ ନିରାଡମ୍ବର ଭାବେ ପାଳିତ ହେଉଛି ଉଦ୍-ଉଲ୍-ଫିତର
  • ||
  • ତେଲକୋଇ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ସ୍ତ୍ରୀ ଗୁରୁତର, ସ୍ବାମୀ ଆହତ
  • ||
  • ନୂଆଦିଲ୍ଲୀ : ଆପ୍ ନେତା ଜରନେଲ୍ ସିଂହଙ୍କ କରୋନାରେ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨୩୯୦ ପଜିଟିଭ୍
  • ||
  • ନିରାଡମ୍ବର ଭାବେ ପାଳିତ ହେଉଛି ଇଦ୍-ଉଲ-ଫିତର, ଇଦଗାହରେ ହେବନାହିଁ ସାମୂହିକ ନମାଜ ପାଠ
  • ||
  • କମିବ କାଳବୈଶାଖି ପ୍ରଭାବ, ବଢିବ ଗୁଳୁଗୁଳି
  • ||
  • ଲଭ ୟୁ ଜିନ୍ଦେଗୀ ନୁହେଁ, ରୁଠ୍ ଗୟି ଜିନ୍ଦେଗୀ….ହସି ହସି ମହାମାରୀ ସହ ଲଢି ଲଢି ଚାଲିଗଲେ ୩୦ ବର୍ଷୀୟ ମହିଳା
  • ||

ଦ୍ୱିତୀୟ କୋଣାର୍କ କାହିଁକି ?

18/07/2018 at 6:30 AM

ଓଡିଶାର ଭାସ୍କର୍ଯ୍ୟ ଶିଳ୍ପ ଓ ଗୌରବ ମଧ୍ୟରୁ କୋଣାର୍କ ସୂର୍ଯ୍ୟ ମନ୍ଦିର ଅନ୍ୟତମ | ଏହା କେବଳ ଓଡିଶାର କଲା ଭାସ୍କର୍ଯ୍ୟ କିମ୍ବା ଶିଳ୍ପୀଙ୍କ ସୃଜନଶୀଳତା ନୁହେଁ ସମୃଦ୍ଧ, ଅତୀତ, ତ୍ୟାଗ ଓ ବଳିଦାନର ଗାଥା ବି କୁହେ | କୋଟି କୋଟି ଓଡ଼ିଆଙ୍କ ଏହି ଗର୍ବର ପ୍ରତୀକକୁ ନେଇ ଆରମ୍ଭ ହୋଇଛି ରାଜନୀତି ଓ ବିବାଦ | ସମସ୍ତଙ୍କୁ ଆନ୍ଦୋଳିତ କରିଛି କୋଣାର୍କର ଦ୍ୱିତୀୟ ବିକଳ୍ପ କାହିଁକି ?

   Related Posts