Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଓୟୁଏଟିରେ ବାର୍ଡ flu କାହିଁକି ବ୍ୟାପିଲା…?

28/01/2020 at 10:19 PM

ଭୁବନେଶ୍ବର୨୮/୧: ଓୟୁଏଟିରେ ବାର୍ଡ flu କାହିଁକି ବ୍ୟାପିଲା । ଏହା ପରେ ଅଭିଯୋଗ ହେଉଛି  କୁକୁଡ଼ା ଗବେଷଣା କେନ୍ଦ୍ର ଫୋନି ବାତ୍ୟା ସମୟରେ ଗୁରୁତର ଭାବେ ଭାଙ୍ଗିରୁଜି ଯାଇଥିଲେ ମଧ୍ୟ ଏହାର ପୁନଃ ନିର୍ମାଣ କରାଯାଇ ନଥିଲା । ଯେଉଁଥିପାଇଁ ଓୟୁଏଟି ପରିସରକୁ ଆସୁଥିବା ବାହାର ପକ୍ଷୀଙ୍କଠାରୁ ସଂକ୍ରମଣ ବ୍ୟାପିଥାଇପାରେ।  ତେବେ ଏନେଇ ଓୟୁଏଟି ପକ୍ଷରୁ କୌଣସି ନିର୍ଦ୍ଦିଷ୍ଟ ଉତ୍ତର ଦିଆଯାଇନାହି।

   Related Posts