Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପେଟେଣ୍ଟ ମୁକ୍ତ ହେବ କରୋନା ଭ୍ୟାକସିନ୍‌ ! ଭାରତ ଏବଂ ଦକ୍ଷିଣ ଆଫ୍ରିକା ପ୍ରସ୍ତାବରେ ଆମେରିକାର ସମର୍ଥନ
  • ||
  • କୋଭିଡ୍‌ ସ୍ଥିତିକୁ ନେଇ ନବୀନ୍‌ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ହଜାରେ ଟପିଲା ଡିସ୍‌ଚାର୍ଜ
  • ||
  • ନୂଆଦିଲ୍ଲୀ : କରୋନାରେ ପୂର୍ବତନ ରଣଜୀ କ୍ରିକେଟରଙ୍କ ଦେହାନ୍ତ, ଆଇପିଏଲ୍ ଟିମ୍‌ରେ ହୋଇଥିଲେ ମନୋନୀତ
  • ||
  • ରାଇରଙ୍ଗପୁର : ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ନବରଙ୍ଗପୁର : ଶାଗ ତୋଳିବା ହେଲା କାଳ, ବଜ୍ରପାତରେ ଚାଲିଗଲା ୨ ନାବାଳିକାଙ୍କ ଜୀବନ, ୨ ଆହତ
  • ||
  • ନୀଳଗିରି : ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୧୨୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୫୨୧ ପଜିଟିଭ୍
  • ||

ସମ୍ବଲପୁର ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ବିରୋଧରେ ପୁଣି ଅଭିଯୋଗ ; ଫେସବୁକରେ ଚାଟିଙ୍ଗ ପୋଷ୍ଟ କଲେ ସ୍ତ୍ରୀ

22/06/2018 at 2:26 PM

ଆଇଏସ ସ୍ୱାମୀଙ୍କ ବିରୋଧରେ ପୁଣି ସୋସିଆଲ ମିଡ଼ିଆରେ ଅଭିଯୋଗ ରଖିଲେ ଉଚ୍ଚ ଶିକ୍ଷିତା ତଥା ବରିଷ୍ଠ ରେଳବାଇ ଅଧିକାରୀ ପତ୍ନୀ | ଫେସବୁକରେ ସମ୍ବଲପୁର ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ବିରୋଧରେ ପୁଣି ଅଭିଯୋଗ ଆଣିଲେ ପତ୍ନୀ ସୁଚି ସିଂ | ଅନ୍ୟ ଝିଅଙ୍କ ସହ ସମର୍ଥଙ୍କ ସମ୍ପର୍କ ନେଇ ଅଭିଯୋଗ କରିଛନ୍ତି | ଏମିତିକି ପ୍ରମାଣ ସଦୃଶ କିଛି ମୋବାଇଲ ଚାଟିଙ୍ଗ ମଧ୍ୟ ସୋସିଆଲ ମିଡ଼ିଆରେ ଅପଲୋଡ଼ କରିଛନ୍ତି | ତେବେ ପତ୍ନୀ ସୁଚିଙ୍କ ବିରୋଧକୁ ଅସ୍ବୀକାର କରିଛନ୍ତି ସମର୍ଥ | ସବୁ ଅଭିଯୋଗ ମିଥ୍ୟା ବୋଲି କହିଛନ୍ତି |

   Related Posts