Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଗୁଜରାଟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଏଣେ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ସ୍ତ୍ରୀ

4/05/2021 at 1:45 PM

କଳାହାଣ୍ଡି ୪।୫: ଗୁଜରାଟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ । ସ୍ବାମୀର ମୃତ୍ୟୁ ସୂଚନା ପାଇ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ସ୍ତ୍ରୀ । ଆହତ ସ୍ତ୍ରୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତ ସ୍ବାମୀ ହେଲେ କର୍ଲାମୁଣ୍ଡା ବ୍ଲକ୍ ସିଲେଟପଡା ଗାଁର ପୂର୍ଣ୍ଣଚନ୍ଦ୍ର ସୁନା । ତାଙ୍କ ବୟସ ୩୬ ବର୍ଷ । ଗୁଜରାଟ ରାଜକୋଟରେ ତାଙ୍କର ମୃତ୍ୟୁ ହୋଇଛି । ସ୍ବାମୀଙ୍କ ଅକାଳ ମୃତ୍ୟୁରେ ସ୍ତ୍ରୀ ପଦ୍ମ ସୁନା ମାନସିକ ଭାରସାମ୍ୟ ହରାଇ ଉତେଇ ନଦୀରେ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ହେଲେ ନଦୀରେ ପାଣି କମ୍ ଥିବାରୁ ତାଙ୍କର ଦୁଇଟି ଗୋଡ ଭାଙ୍ଗି ଯାଇଛି । ବର୍ତ୍ତମାନ ପଦ୍ମ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

   Related Posts