ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀରେ ପୁଣି ଅଗ୍ନିକାଣ୍ଡ : ଥିନର ଫ୍ୟାକ୍ଟ୍ରିରେ ନିଆଁ, ଲିଭାଇବାକୁ ୧୭ ଦମକଳ ଗାଡି ନିୟୋଜିତ
  • ||
  • ଦେଶରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୩୬୪ କରୋନା ପଜିଟିଭ୍
  • ||
  • ମୋହନା : ରାସ୍ତାକଡ଼ରୁ ମିଳିଲା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ, ହତ୍ୟା ପରେ ଫିଙ୍ଗାଯାଇଥିବା ଅଭିଯୋଗ
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୨ ପଜିଟିଭ୍
  • ||
  • ଗ୍ରାହକଙ୍କୁ ବଡ ଝଟ୍‌କା : ବଢିଲା ଗ୍ୟାସ୍ ଦର, ଜାଣନ୍ତୁ କେତେ ହେଲା ଦାମ୍ ?
  • ||
  • ରାଜ୍ୟରେ ଦୁଇ ଦିନ ବର୍ଷା, ରବିବାରଠୁ ପୁଣି ବଢିବ ତାତି
  • ||
  • ଦିନରେ ମିଟିଂ, ରାତିରେ କ୍ୟାମ୍ପେନିଂ: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସବୁ ଦଳର କସରତ
  • ||
  • ଜ୍ଞାନବାପୀ ମସଜିଦ ମାମଲା : ବାରଣାସୀ କୋର୍ଟରେ ଦାଖଲ ହେବ ସର୍ଭେ ରିପୋର୍ଟ
  • ||

ପାରିବାରିକ କଳହରୁ ସ୍ତ୍ରୀକୁ ଶିଳପୁଆରେ ଛେଚି ମାରିଦେଲା ସ୍ୱାମୀ

28/08/2018 at 12:24 AM

କଟକ ୨୮।୮ : ଚୌଦ୍ୱାର ଟାଙ୍ଗି ଥାନା ଗୋବିନ୍ଦପୁର ପଞ୍ଚାୟତ ଗୋକୁଳପୁର ଗାଁରେ ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ଶିଳପୁଆରେ ଛେଚି ମାରିଦେଲା ସ୍ୱାମୀ । ଅଭିଯୁକ୍ତ ସ୍ୱାମୀ ବଳରାମ ନାୟକ ତାର ସ୍ତ୍ରୀ ଦମୟନ୍ତିଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି । ଟାଙ୍ଗୀ ଥାନା ପୋଲିସ ଅଭିଯୁକ୍ତ ସ୍ୱାମୀ ସହ ଘର ମାଲିକକୁ ଅଟକ ରଖିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ସେପଟେ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳକୁ ଯାଇ ହତ୍ୟାକାଣ୍ଡରେ ବ୍ୟବହୃତ ମାରଣାସ୍ତ୍ରକୁ ଜବତ କରିଛି ।

   Related Posts