Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ସାତ ଜନ୍ମର ସଂପର୍କକୁ ଭୁଲିଗଲା ସ୍ବାମୀ: ଧାରୁଆ ଅସ୍ତ୍ରରେ ସ୍ତ୍ରୀର ମୁଣ୍ଡରୁ ଗଣ୍ଡି କଲା ଅଲଗା

23/11/2020 at 4:24 PM

ଟାଙ୍ଗୀ୨୩/୧୧: ସ୍ତ୍ରୀର ମୁଣ୍ଡରୁ ଗଣ୍ଡି ଅଲଗା କରି ଦେଲା ସ୍ବାମୀ। ପାରିବାରିକ କଳହରୁ ଏଭଳି ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି। ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଗମ୍ଭାରୀମୁଣ୍ଡା ପଞ୍ଚାୟତର ଗୋଡିଝର ଗାଁରେ ଘଟିଛି ଏଭଳି ବିଭତ୍ସ ହତ୍ୟାକାଣ୍ଡ। ହତ୍ୟାକାରୀ ସ୍ୱାମୀ ତଥା ବିଭୁ ରାଉତରାୟକୁ ଗାଁ ଲୋକେ ଘେରାଉ କରି ରଖିଛନ୍ତି। ପରେ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଥିଲା। ଅଭିଯୁକ୍ତ ସ୍ବାମୀକୁ ବାଣପୁର ପୋଲିସ୍‌ ଗିରଫ କରି ଅଧିକ ତଦନ୍ତ ଚଳାଇଛି।

   Related Posts