Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ବାଇକ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ୍ : ସ୍ତ୍ରୀ ମୃତ, ସ୍ବାମୀ ଓ ୬ବର୍ଷର ଶିଶୁ ଆହତ

1/05/2021 at 1:04 PM

ଅନୁଗୋଳ ୧।୫: ବାଇକକୁ ପଛପଟୁ ଧକ୍କା ଦେଲା ଟ୍ରକ୍ । ଦୁର୍ଘଟଣାରେ ବାଇକର ବସିଥିବା ମହିଳାଙ୍କର ମୃତ୍ୟୁ ହୋଇଛି । ଦୁଇ ଜଣ ଆହତ ହୋଇଛନ୍ତି । ଅନୁଗୋଳ ଜିଲ୍ଲା ପାଲଲହଡା ଖମାରରେ ଘଟିଛି ଏଭଳି ଅଘଟଣ ।

ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା ପାଲଲହଡା ଖମାରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ବାଇକ୍ କୁ ପଛପଟୁ ଧକ୍କା ଦେଇଛି ଟ୍ରକ୍ । ଦୁର୍ଘଟଣା ଫଳରେ ବାଇକ୍ ରେ ବସିଥିବା ମହିଳା ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ବତିସୁଆଁ ଗାଁରେ ଜ୍ୟୋତ୍ସାରାଣୀ ସାହୁ । ସ୍ବାମୀ-ସ୍ତ୍ରୀ ୬ ବର୍ଷର ଛୁଆକୁ ନେଇ ତାଳଚେରରୁ ଏକ ବାହାଘରରୁ ଫେରୁଥିବା ବେଳେ ପଛପଟୁ ବାଇକକୁ ଟ୍ରକ୍ ଧକ୍କା ଦେଇଥିଲା । ଦୁର୍ଘଟଣା ଘଟାଇଥିବା ଟ୍ରକ୍ ସହ ଡ୍ରାଇଭର  ଖମାର ଥାନାରେ ଅଟକ ଅଛି । ଆହତ ବାପା-ଛୁଆଙ୍କୁ ଚିକିତ୍ସା ପାଇଁ ଖମାର ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts