Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଏମିତି ବି ଆସେ ମୃତ୍ୟୁ : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

8/05/2021 at 10:04 AM

କଳାହାଣ୍ଡି ୮।୫: ଟ୍ରକ୍ ଚାପାରେ ସ୍ତ୍ରୀ ମୃତ ଓ ସ୍ବାମୀ ଗୁରୁତର । କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଜାତୀୟ ରାଜପଥ ୨୬ର କନ୍ତେଶୀର ଗାଁ ନିକଟରେ ଘଟିଛି ଦୁର୍ଘଟଣା । ମୃତକ ହେଲେ ମଦନୀ ରଣା ଓ ତାଙ୍କ ସ୍ବାମୀ ମୋହନ ରଣା ।

ସୂଚନାଯୋଗ୍ୟ ଯେ, ଦମ୍ପତ୍ତି ନିଜ ଘର ସମ୍ମୁଖରେ ଶୋଇଥିବା ବେଳେ ବଲାଙ୍ଗୀର ପଟୁ ଏକ ୧୪ ଚକିଆ ଆଳୁ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ତାଙ୍କ ଉପରେ ଚଢ଼ି ଯାଇଥିଲା । ଫଳରେ ଘଟଣାସ୍ଥଳରେ ସ୍ତ୍ରୀ ମଦନୀ ରଣାଙ୍କ ମୃତ୍ୟୁ ଘଟିଥିଲା । ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛି । କେସିଙ୍ଗା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି । ସ୍ବାମୀଙ୍କ ଅବସ୍ଥା ସ୍ଥିର ରହିଛି ।

   Related Posts