Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ବାନ୍ଧର ଗାଁରେ ମାତିଛି ହାତୀ : ମହିଳାଙ୍କୁ ଶୁଣ୍ଢରେ ଟେକିନେଇ କଚାଡି ମାରିଦେଲା, ସ୍ବାମୀ ଗୁରୁତର

6/02/2020 at 2:19 PM

ଢେଙ୍କାନାଳ ୬।୨: ଢେଙ୍କାନଲ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ବାନ୍ଧର ଗାଁରେ ହାତୀ ଉପଦ୍ରବ । ହାତୀ ଆକ୍ରମଣରେ ମାଟିଆ ସାହିର ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ବାମୀ ଗୁରୁତର ହୋଇଛନ୍ତି । ହାତୀଟି ଭରତ ପ୍ରଧାନଙ୍କ ଘର ଭାଙ୍ଗିବା ସହ ତାଙ୍କ ପତ୍ନୀ ସଜନୀ ପ୍ରଧାନକୁ ଘରୁ ଟାଣି ଆଣି କଚାଡି ଦେଇଥିଲା । ଫଳରେ ଘଟଣାସ୍ଥଳରେ ସଜନୀଙ୍କର ମୃତ୍ୟୁ ଘଟିଛି ।

ହାତୀ ଆକ୍ରମଣରେ ଗୁରୁତର ଭରତଙ୍କୁ ପ୍ରଥମେ ଢେଙ୍କାନାଳ ଡାକ୍ତରଖାନା ଓ ପରେ କଟକ ଏସସିବିକୁ ସ୍ଥାନାନ୍ତରିତ କରାଯାଇଛି । ହାତୀ ପଲ ତାଙ୍କ ଘର ସହ ବସ୍ତିର ୪ଟି ପରିବାରର ୫ ବଖରା ଘର ଭଙ୍ଗାରୁଜା କରିଥିବା ଜଣାପଡିଛି। ଖବରପାଇ ହିନ୍ଦୋଳ ବନ କର୍ମଚାରୀମାନେ ପହଁଚି ହାତୀପଲଙ୍କୁ ଘଉଡାଇବା ପାଇଁ ଉଦ୍ୟମ ଚଳାଇଛି ।

   Related Posts