Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନା ଟିକା ନେବେ ପ୍ରଧାନମନ୍ତ୍ରୀ ମୋଦି, ୨ୟ ପର୍ଯ୍ୟାୟରେ ସମସ୍ତ ମୁଖ୍ୟମନ୍ତ୍ରୀ ଓ ସାଂସଦଙ୍କୁ ଭ୍ୟାକ୍‌ସିନ୍‌‌
  • ||
  • ଦେଶରେ କରୋନା ସଂକ୍ରମଣ ହ୍ରାସ ପରେ ପୁଣି ବୃଦ୍ଧି, ଗତ ୨୪ଘଣ୍ଟାରେ ୧୫,୨୨୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ସାନଖେମୁଣ୍ଡି : ପାହାଡ ତଳକୁ ଖସିଲା ବସ୍, ହେଲ୍‌ପର ଗୁରୁତର
  • ||
  • ବୌଦ୍ଧ : ଅଟୋକୁ ଧକ୍କା ଦେଲା ହାଇଓ୍ବା : ଚାଲିଗଲା ମା’, ପୁଅ ଓ ଝିଅଙ୍କ ଜୀବନ
  • ||
  • ବ୍ରହ୍ମପୁର : ପଛରୁ ଆସି ଝାମ୍ପି ନେଲେ ୨ଲକ୍ଷ ଟଙ୍କା, ଲୁଟେରାଙ୍କ ଆକ୍ରମଣରେ ବାଇକ ଆରୋହୀ ଗୁରୁତର
  • ||
  • ବ୍ରହ୍ମପୁର : ୪୫ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌, ଘରୁ ଜବତ ହେଲା ନଗଦ ୧୭ଲକ୍ଷରୁ ଅଧିକ ଟଙ୍କା
  • ||
  • ବ୍ରହ୍ମପୁରରେ ନକଲି ଲଙ୍କାଗୁଣ୍ଡ କାରଖାନା ଠାବ, ବିପୁଳ ପରିମାଣର ସାମଗ୍ରୀ ଜବତ
  • ||
  • ମୋହନା : ଅପରେସନ୍ ଗ୍ରୀନ କ୍ଲିନ୍, ପୁଣି ୧୨ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
  • ||
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||

ରାତି ୧୦ଟା ୩୦ ଯାଏଁ ଖୋଲା ରହିବ ମଦ ଦୋକାନ, କଣ୍ଟେନମେଣ୍ଟ ଜୋନ୍ ବ୍ୟତୀତ ଅନ୍ୟ ସବୁଠି ନିୟମ ଲାଗୁ

7/09/2020 at 3:11 PM

ଭୁବନେଶ୍ୱର, ୦୭।୦୯: ମଦ ଦୋକାନ ଖୋଲିବା ସମୟ ସୀମା ବଢିଲା । ସକାଳ ସାଢେ ୧୦ରୁ ରାତି ସାଢେ ୧୦ଟା ଯାଏଁ ଖୋଲିବ ମଦ ଦୋକାନ ।

ଦେଶରେ କରୋନା ପାଇଁ ଲାଗୁ ହୋଇଥିବା ଲକଡାଉନ୍ ଶେଷ ହୋଇଛି । ଏବେ ଅନଲକ୍ ୪ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ପ୍ରକ୍ରିୟାରେ ସମସ୍ତ ଦୋକାନ ବଜାର ଖୋଲିବାକୁ ଅନୁମତି ଦିଆଯାଇଛି । ରାଜ୍ୟ ସରକାର ମଧ୍ୟ ପ୍ରାୟ ସମସ୍ତ କଟକଣା କୋହଳ କରିଛନ୍ତି ।

ଏହି ପ୍ରକ୍ରିୟାରେ ରାଜ୍ୟ ସରକାର ମଦ ଦୋକାନ ଖୋଲିବା ସମୟ ସୀମାକୁ ବୃଦ୍ଧି କରିଛନ୍ତି । କେବଳ କଣ୍ଟେନମେଣ୍ଟ ଜୋନ୍ ଛାଡ଼ି ଅନ୍ୟ ସମସ୍ତ ଅଞ୍ଚଳ ପାଇଁ ଏହି ନିୟମ ଲାଗୁ ହୋଇଛି । ପୂର୍ବରୁ କରୋନା ମହାମାରୀ ପାଇଁ ମଦ ଦୋକାନ ଖୋଲିବା ନେଇ କିଛି ନିୟମ ରଖାଯାଇଥିଲା । ଯେମିତିକି ମାସ୍କ ଓ ସାମାଜିକ ଦୂରତା ବାଧ୍ୟତାମୂଳକ ଥିଲା । ସେହିପରି କିଛିଦିନ ତଳେ ଅଲାଇନ୍ ଜରିଆରେ ମଦ ବୁକିଂ ପାଇଁ ସରକାର ନିଷ୍ପତ୍ତି ନେଇଥିଲେ ।  ଏହାପରେ ନିୟମରେ ପରିବର୍ତ୍ତନ କରାଯାଇ ମଦ ଦୋକାନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିଲା ।

   Related Posts