Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଆହୁରି ଏତିକି ଦିନ ପ୍ରବଳ ଶୀତ- ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ

20/12/2019 at 10:45 PM

ଭୁବନେଶ୍ୱର ୨୦।୧୨ – ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ । ଓଡିଶାର ବିଭିନ୍ନ ସ୍ଥାନରେ ଶୀତର ପ୍ରକୋପ ଦେଖିବାକୁ ମିଳିଲାଣି । ଅନେକ ସ୍ଥାନରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳୁଛି ।

ଆହୁରି ୩-୪ ଦିନ ଏପରି ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଦାରିଙ୍ଗିବାଡିରେ ସର୍ବନିମ୍ନ ୮.୫ ରେକର୍ଡ ହୋଇଛି ।

ସେହିପରି ଫୁଲବାଣୀରେ ୯.୦,


ସୋନପୁର ୯.୮,


ଝାରସୁଗୁଡା ୯.୬,


ଭୁବନେଶ୍ବର-୧୩.୬ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ ହୋଇଛି

ତେଣୁ ଗାଡ଼ିଚାଳକମାନେ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି ।

   Related Posts