Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ରାସ୍ତା ଉପରେ ମହିଳାଙ୍କୁ ମାଡ : ସୋସିଆଲ ମିଡିଆରେ ଭିଡିଓ ଭାଇରାଲ୍

11/08/2019 at 4:34 PM

ପଟ୍ଟାମୁଣ୍ଡାଇ ୧୧|୮: ରାଜରାସ୍ତାରେ ମହିଳାଙ୍କୁ ମାଡ । କେନ୍ଦ୍ରାପଡା ଜିଲ୍ଲା ରାଜକନିକାରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରାସ୍ତା ଉପରେ ଜୈନିକ ମହିଳାଙ୍କୁ ଟଣା ଓଟରା କରି ମାଡ଼ ମାରିବା ଭିଜୁଆଲ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ୍ ହେବାର ଲାଗିଛି ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ରାଜକନିକା ବଜାରରେ ମହିଳା ଜଣଙ୍କ ଚା’ ଦୋକାନ କରି ନିଜର ଗୁଜୁରାଣ ମେଣ୍ଟାଉଥିଲେ । ଗଞ୍ଜା ଅଂଚଳର ବାସୁଦେବ ବେହେରା ମହିଳାଙ୍କୁ ଅସଭ୍ୟ ଭାଷାରେ ଗାଳି ଗୁଲଜ କରିଥିଲେ ।

ପରେ ଏହି ଘଟଣା ଉଗ୍ରରୂପ ଧାରଣ କରିବା ସହିତ ମହିଳାଙ୍କ ସହିତ ବାସୁଦେବଙ୍କର ହାତାହାତି ହୋଇଥିଲା ଏବଂ ରାସ୍ତା ଉପରେ ଉଭୟ ମାଡଗୋଳ ଲାଗିଥିଲେ ।

ଏ ନେଇ ଉଭୟ ପକ୍ଷରୁ ରାଜକନିକା ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁକରି ତଦନ୍ତ ଜାରି ରଖିଛି । ଏ ନେଇ ବାସୁଦେବ ବେହେରା ଏବଂ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

   Related Posts