Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||

ନିଆଁରେ ପୋଡ଼ି ହୋଇ ମହିଳାଙ୍କ ମୃତ: ଘଟଣାସ୍ଥଳରେ ପହଞ୍ଚିଲେ ସାଇଣ୍ଟିଫିକ୍ ଟିମ୍

2/12/2019 at 9:01 PM

କେନ୍ଦ୍ରାପଡ଼ା୨/୧୨: ନିଆଁରେ ପୋଡ଼ି ହୋଇ ମହିଳା ମୃତ । କେନ୍ଦ୍ରାପଡା ଖଡିଅଙ୍ଗ ଗଁ।ରେ ଅଘଟଣ । ମୃତକ ହେଲେ ଅନୁସୟା ସିଂ ଆଜି ସକାଳ ପ୍ରାୟ ୯ଟା ବଳେ ଅନୁସୂୟାଙ୍କ ନିଜ ଖଂଜା ଘରର ଏକ ବଖରାରୁ ଧୂଅଁ। ବାହାରୁଥିବା ଦେଖିବାକୁ ମିଳିଥିଲା । ପରିବାର ଲୋକେ ଝରକା ବାଟେ ଦେଖିଲା ବେଳକୁ ଅନୁସୂୟା ହୁତୁହୁତୁ ହୋଇ ଜଳୁଥିଲେ ।

  ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ସେତବେଳକୁ ଅନୁସୟା ସମ୍ପୂର୍ଣ୍ଣ ପୋଡି ଯାଇଥିଲେ । ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି ।  କେନ୍ଦ୍ରାପଡା ଟାଉନ୍ ଥାନା ପୋଲିସ ମୃତ ଦେହ ଜବତ କରିଛି ।

   Related Posts