Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ମହିଳାଙ୍କୁ ବୀଭତ୍ସ ହତ୍ୟା : ଗଣ୍ଡିରୁ ମୁଣ୍ଡ ଅଲଗା କରିଦେଲେ ଦୁର୍ବୃତ୍ତ

4/07/2021 at 10:42 AM

କରଞ୍ଜିଆ ୪।୭: ମହିଳାଙ୍କୁ ବୀଭତ୍ସ ହତ୍ୟା । ଗଣ୍ଡିରୁ ମୁଣ୍ଡ ଅଲଗା କରିଦେଲେ ଦୁର୍ବୃତ୍ତ । ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ବାଲିଭୋଳ ଗାଁରେ ଘଟିଛି ଏଭଳି ଜଘନ୍ୟ ହତ୍ୟାକାଣ୍ଡ ।

ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ବାଲିଭୋଳ ଗାଁରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ଗଣ୍ଡିରୁ ମୁଣ୍ଡ ଅଲଗା କରି ଗାଁ ରାସ୍ତାରେ ପକାଇଦେଲେ ଦୁର୍ବୃତ୍ତ । ଶନିବାର ବିଳମ୍ବିତ ରାତିରେ ଘଟିଛି ଏଭଳି ହତ୍ୟାକାଣ୍ଡ । ମୃତ ମହିଳା ଜଣଙ୍କ ହେଲେ ସେହି ଗାଁର ଯମୁନା ହାଁସଦା । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ତେବେ ଗୁଣିଗାରେଡି ପାଇଁ ମହିଳାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ କରଞ୍ଜିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts