Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୭ ଦିନିଆ ରିମାଣ୍ଡରେ ଯିବ ଗ୍ୟାଙ୍ଗଷ୍ଟର ହାଇଦର, ଅନୁମତି ଦେଲେ JMFC
  • ||
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||

ପାଣି ପାଇଁ ରାସ୍ତାରେ ଗରା ଧରି ବସିଲେ ଶତାଧିକ ମହିଳା, ଯାତାୟତ ବାଧାପ୍ରାପ୍ତ

7/04/2021 at 10:36 AM

ମହାକାଳପଡା ୭।୪: ପାଣି ପାଇଁ ରାସ୍ତାରୋକ । କେନ୍ଦ୍ରାପଡା ଜିଲ୍ଲା ରାଜଗଡ ପଞ୍ଚାୟତ ଗୟାସପୁର ସ୍ବାଇଁସାହି ବାସିନ୍ଦା ରାସ୍ତାରୋକ କରିଛନ୍ତି । ଗରା ମାଠିଆ ଧରି ରାସ୍ତାରେ ଶତାଧିକ ମହିଳା ବସିଥିବା ଦେଖିବାକୁ ମିଳିଛି । ମହିଳାମାନେ ଓରତ-କେନ୍ଦ୍ରାପଡା ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି ।

ସୂଚନାଯୋଗ୍ୟ ଯେ, । କେନ୍ଦ୍ରାପଡା ଜିଲ୍ଲା ରାଜଗଡ ପଞ୍ଚାୟତ ଗୟାସପୁର ସ୍ବାଇଁସାହିରେ ପାନୀୟ ଜଳର ଘୋର ସମସ୍ୟା ଦେଖାଦେଇଛି । ପାଣି ପାଇଁ ସମସ୍ୟା ଲାଗିରହିଛି । ଫଳରେ ସାହି ବାସିନ୍ଦା ରାସ୍ତାରୋକ କରିଛନ୍ତି । ଗରା ମାଠିଆ ଧରି ଓରତ-କେନ୍ଦ୍ରାପଡା ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି ଶତାଧିକ ମହିଳା । ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।

   Related Posts