Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • କମିବ ତାପମାତ୍ରା, ୨୮ରୁ ବଢିବ ଶୀତ
  • ||
  • ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ, କୋଭିଡ କଟକଣାରେ ହେବ ପତାକା ଉତ୍ତୋଳନ
  • ||
  • ଦେଶ ପାଳୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ପ୍ରଦର୍ଶିତ ହେବ ୨୧ ପ୍ରଜ୍ଞାପନ ମେଢ
  • ||

ପୋଲିସ ବିରୋଧରେ ଅସଦାଚରଣ ଅଭିଯୋଗ କଲେ ମହିଳା କନେଷ୍ଟବଳ

22/09/2019 at 2:41 PM

ସୁନ୍ଦରଗଡ଼ ୨୨/୯: ରାଉରକେଲା ଅବକାରୀ ଏସ୍ଆଇଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ହୋଇଛି  । ଅବକାରୀ ଏସ୍ଆଇ ସୂର୍ଯ୍ୟ ନାରାୟଣ ରଥଙ୍କ ବିରୋଧରେ ଏହି ଅଭିଯୋଗ ଆସିଛି । ଏନେଇ ରାଉରକେଲା ମହିଳା ଥାନାରେ ଲିଖିତ  ଅଭିଯୋଗ କରିଛନ୍ତି ଅବକାରୀ କାର୍ଯ୍ୟାଳୟର ଜଣେ ମହିଳା କନେଷ୍ଟବଳ ।

ଗତ ୫ ମାସ ହେଲା ଅସଦାଚରଣର ଶିକାର ହେଉଥିଲେ  ସେ ଏବଂ ଏନେଇ ବାରମ୍ବାର ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରିଥିବା ଅଭିଯୋଗକାରୀ ମହିଳା କହିଛନ୍ତି ।

   Related Posts