Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • Australian Open 2022 ଟାଇଟଲ୍ ଜିତିଲେ ଏଶ୍ଲେ ବାର୍ଟି, ଦେଶ ପାଇଁ ରଚିଲେ ଇତିହାସ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||
  • ମୋରଡା : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ, ୪ ଗୁରୁତର ମେଡିକାଲରେ ଭର୍ତ୍ତି
  • ||

ଶୌଚ ପାଇଁ ଯାଇଥିବାବେଳେ ନାଳରେ ଭାସି ମହିଳାଙ୍କ ମୃତ୍ୟୁ

6/09/2019 at 10:38 AM

ସାନଖେମୁଣ୍ଡି ୬।୯: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ନାଳରେ ବୁଡି ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ହେଲେ ଜାଡି ପ୍ରଧାନ । ନାଳରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଗୁହାଳପୁର ଗାଁର ମହିଳା ଜାଡି ପ୍ରଧାନ ଜାଡି କଣ୍ଟେଇଝୋଳି ନାଳକୁ ଶୌଚ ହେବା ପାଇଁ ଯାଇଥିବା । କୌଣସି କାରଣ ବଶତଃ ତାଙ୍କ ଗୋଡ ଖସିଯିବାରୁ ସେ ପାଣିରେ ଭାସିଯାଇଥିଲେ । ଫଳରେ ତାଙ୍କର ମୃତ୍ୟୁ ହୋଇଛି ।

   Related Posts