Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ବ୍ରାଉନସୁଗାର ସେବନକୁ ବିରୋଧ କରିବାରୁ ମାରଣାସ୍ତ୍ର ଧରି ଗୋଡାଇଲେ ଯୁବକ, ୩ ଗିରଫ, ୧୦ ଗ୍ରାମ ବ୍ରାଉନସୁଗାର ଜବତ
  • ||
  • ଭୁବନେଶ୍ବର : କୋଭିଡ୍ ଦ୍ବାରା କ୍ଷତିଗ୍ରସ୍ତ ଅନେକ ଅର୍ଗାନ୍ ରହୁନି ସୁରକ୍ଷିତ – ଡିଏମଇଟି
  • ||
  • ୫୦ ନେତାଙ୍କୁ ପ୍ରିୟଙ୍କା ଗାନ୍ଧୀଙ୍କ ଫୋନ୍ : ‘ଆପଣଙ୍କ ଟିକେଟ୍ କନଫର୍ମ୍, ନିର୍ବାଚନ ପାଇଁ ପ୍ରସ୍ତୁତ ହୁଅ’
  • ||
  • ଇଟ୍ଟାନଗର : ପୁଣି ଥରିଲା ଅରୁଣାଞ୍ଚଳ ପ୍ରଦେଶ, ଇଟ୍ଟାନଗରରେ ଭୂକମ୍ପ ଝଟ୍‌କା
  • ||
  • ଭୁବନେଶ୍ବର : କେନ୍ଦ୍ର ସରକାରଙ୍କ ନୂଆ ଗାଇଡ୍ ଲାଇନ୍ ଅନୁଯାୟୀ ବ୍ୟବହାର ହେବ ଷ୍ଟେରଏଡ୍ – ନିରଞ୍ଜନ ମିଶ୍ର
  • ||
  • ଭୁବନେଶ୍ବର : ଦ୍ବିତୀୟ ଲହର ଅପେକ୍ଷା ତୃତୀୟ ଲହର ପ୍ରଭାବ କମ୍, ତଥାପି ଜୋରଦାର କରିବାକୁ ପଡିବ ଟିକାକରଣ – ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ପାଟଣା : ଘରେ ଶୋଇଥିବା ବେଳେ କାମୁଡିଦେଲା ସାପ, ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଆଜିଠୁ ବଢିବ ବର୍ଷା, ୧୧ ଜିଲ୍ଲାରେ ପ୍ରବଳ ଛେଚିବ
  • ||
  • ଭଞ୍ଜନଗର : କଲଭର୍ଟ ନିକଟରୁ ମିଳିଲା ମୃତଦେହ, ଠେଙ୍ଗାରେ ପିଟିପିଟି ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ପରିବା କିଣିବା ବେଳେ ଅମିନଙ୍କୁ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ମହିଳାଙ୍କୁ ଦଳି ମାରିଦେଲା ହାତୀ

24/12/2018 at 10:49 AM

ଝାରସୁଗୁଡା ୨୪|୧୨: ମହିଳାଙ୍କୁ ଦଳିଦେଲା ହାତୀ । ଝାରସୁଗୁଡା ବ୍ରଜରାଜନଗର ଥାନା ଲୁଇସିଂ ପଞ୍ଚାୟତ ବଘିଆବେର୍ନା ଗାଁରେ ଅଘଟଣ ଘଟିଛି । ଜଣେ ମହିଳାଙ୍କୁ ଦଳି ମାରିଦେଇଛି ହାତୀ । ମୃତକ ହେଲେ ୩୩ ବର୍ଷୀୟା ଭାରତୀ ଖଟିଆ । ସେ ସକାଳୁ ଉଠି ଘର କବାଟ ଖୋଲିଲା ବେଳକୁ ହାତୀ ହାବୁଡରେ ପଡିଯାଇଥିଲେ । ହାତୀ ତାଙ୍କୁ ଦଳିଦେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଛି । ଖବର ପାଇ ଗାଁରେ ପୋଲିସ ଓ ବନବିଭାଗ କର୍ମଚାରୀ ପହଞ୍ଚିଛନ୍ତି । ତେବେ ବାରମ୍ବାର ଏଭଳି ହାତୀ ଆକ୍ରମଣରେ ବିଭିନ୍ନ ସ୍ଥାନରେ ଲୋକଙ୍କର ମୃତ୍ୟୁ ହେଉଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ।

   Related Posts