Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||

ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହରେ ସ୍ବାମୀ ଅଟକ

18/09/2019 at 12:39 PM

ସୋର ୧୮।୯: ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ । ବାଲେଶ୍ବର ଜିଲ୍ଲା ଖନ୍ତାପଡା ଥାନା କଞ୍ଚାମାଂସ ତେନ୍ତୁଳିଆ ୯ ନଂ ୱାର୍ଡରେ ଘଟିଛି ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ର କରି ସ୍ବାମୀ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକ ହେଲେ ବାସନ୍ତୀ ସିଂ । ସ୍ବାମୀ ଭରତ ସିଂଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts