ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହରେ ସ୍ବାମୀ ଅଟକ

Published By : Prameya-News7 Bureau | September 18, 2019 IST

ସୋର ୧୮।୯: ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ । ବାଲେଶ୍ବର ଜିଲ୍ଲା ଖନ୍ତାପଡା ଥାନା କଞ୍ଚାମାଂସ ତେନ୍ତୁଳିଆ ୯ ନଂ ୱାର୍ଡରେ ଘଟିଛି ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ର କରି ସ୍ବାମୀ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକ ହେଲେ ବାସନ୍ତୀ ସିଂ । ସ୍ବାମୀ ଭରତ ସିଂଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.