Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ନଦୀରୁ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର, ନଦୀ ବନ୍ଧରେ ଗୋଡ଼ାଉ ଥିଲେ ଦୁଇଜଣ

6/06/2021 at 10:29 PM

ଚଣ୍ଡିଖୋଲ, ୦୬/୦୬: ମହିଳାଙ୍କ ସନ୍ଦେହଜନକ ମୃତ ଦେହ ଉଦ୍ଧାର । ଏଭଳି ଘଟଣା ଦେଖିବାକୁ ମିଳୁଛି ଯାଜପୁର ସଦର ଥାନା ଅନ୍ତର୍ଗତ କୁଣ୍ଡପାଟଣା ଅଂଚଳରେ।  ଆଜି ଅପରାହ୍ନରେ ମହିଳା ଜଣଙ୍କ ନଦୀକୂଳେ ଭାସୁଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ମୃତଦେହକୁ ଉଧାର କରି ତଦନ୍ତ ଚଳାଇଛି ।

ମୃତ ମହିଳା ଜଣକ କେନ୍ଦୁଝର ଜିଲ୍ଲାର ଛୋଟରାୟ ମୁଣ୍ଡାଙ୍କ ସ୍ତ୍ରୀ ମିନତୀ (୪୫) ବୋଲି ଜଣାପଡିଛି । ନଦୀ ପାଣି କମ ଗଭୀର ଥିଲା, ତେବେ ତାଙ୍କର ଏଭଳି ମୃତ୍ୟୁ ହେବା ଘଟଣା ସନ୍ଦେହ ଘେରକୁ ଆସିଛି । ମହିଳାଙ୍କ ଦେହର ବିଭିନ୍ନ ସ୍ଥାନରେ କଳା ଦାଗ ପଡିଥିବା ଦେଖିବାକୁ ମିଳିଛି । ଅନ୍ୟ ପକ୍ଷେ ଏହି ନଦୀ କୂଳରେ ୨ ଜଣ ତାଙ୍କୁ ଗୋଡାଉ ଥିବା କିଛି ଲୋକେ ଦେଖିଛନ୍ତି । ତାଙ୍କ ସ୍ୱାମୀ ତାଙ୍କୁ ଛାଡି ଦେଇଥିବାରୁ ମିନତୀ କିଛିଦିନ ହେବ କୁଣ୍ଡ ପାଟଣା ଅଂଚଳରେ ଜଣକ ଘରେ ରହି କାମ କରୁଥିଲେ ।

   Related Posts