Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||

ମହିଳାଙ୍କ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମହିଳା ମୃତ

3/04/2019 at 8:22 AM

ରାଉରକେଲା ୩|୪ : ମହିଳାଙ୍କ ଉପରେ ମାଡିଗଲା ଦଶ ଚକିଆ ଟ୍ରକ୍ । ରାଉରକେଲା ପାନପୋଷ ହକି ଛକରେ ହୋଇଛି ଦୁର୍ଘଟଣା । ହକି ଛକରୁ ପାନପୋଷ ଆଡକୁ ଚାଲିକି ଯାଉଥିବା ବେଳେ ଟ୍ରକ୍ ଧକ୍କା ଦେଇଥିଲା । ଫଳରେ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି ।  ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ଟ୍ରକ୍ ଛାଡି ଡ୍ରାଇଭର ଫେରାର ହୋଇଯାଇଛି । ମୃତଦେହ ଜବତ କରି ରଘୁନାଥପାଲ୍ଲୀ ପୋଲିସର ତଦନ୍ତ ଆରମ୍ଭ କରିଛି ।

   Related Posts