Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ବସ୍ତାରେ ବନ୍ଧା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

19/10/2020 at 4:04 PM

ସୁନ୍ଦରଗଡ ୧୯।୧୦: ରାସ୍ତା କଡରୁ ମିଳିଲା ମହିଳାଙ୍କ ମୃତଦେହ । ସୁନ୍ଦରଗଡ ଭଷ୍ମା ଥାନା ଅନ୍ତର୍ଗତ ନୂଆ ଢିହି ଗ୍ରାମ ନିକଟ ରାସ୍ତା କଡରୁ ମୃତଦେହ ମିଳିଛି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ନୂଆ ଢିହି ଗାଁ ନିକଟରେ ବସ୍ତାରେ ବନ୍ଧା ହୋଇଥିବା ଅବସ୍ଥାରେ ମହିଳାଙ୍କ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିଛି । ଏହାସହ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । ତେବେ ମହିଳାଙ୍କୁ ହତ୍ୟା କରାଯାଇ ବସ୍ତାରେ ରଖାଯାଇଥିବା ସନ୍ଦେହ କରାଯାଉଛି । ମୃତ ମହିଳାଙ୍କର ପରିଚୟ ମିଳିପାରିନାହିଁ ।

   Related Posts