Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ବେଲ ଗଛରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପରକୀୟା ପ୍ରୀତି ଯୋଗୁଁ ହତ୍ୟା ସନ୍ଦେହ

12/03/2019 at 8:19 AM

ବଲାଙ୍ଗିର ୧୨/୩ : ବେଲ ଗଛରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି | ବଲାଙ୍ଗୀର ଟାଉନ ଥାନା ସମଲେଶ୍ବରୀ ନଗର ଇଚ୍ଛାପଡା ସ୍କୁଲ ନିକଟରେ ଥିବା ଏକ ବେଲଗଛ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି | ମୃତ ମହିଳା ହେଲେ ଖୁଣ୍ଟପାଲି ଗାଁର ସୁଷମା ସେଠ୍ | ସେ କୁସଙ୍ଗ ଗାଁରେ ବିବାହ କରିଥିଲେ | ପରକୀୟା ପ୍ରୀତି କାରଣରୁ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି | ମହିଳାଙ୍କ ମୃତଦେହ ଗଛରେ ଝୁଲୁଥିବାର ଦେଖି ସକାଳୁ ଗାଁ ଲୋକେ ପୋଲିସକୁ ଖବର ଦେଇଥିଲେ | ଖବରପାଇ ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ କରୁଛି |
ମହିଳାଙ୍କ ପରିବାର ତରଫରୁ ଥାନାରେ ଏକ ହତ୍ୟା ମାମଲା ରୁଜ୍ଜୁ ହୋଇଛି |

   Related Posts