Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଟ୍ରାଭେଲ୍ସ ବିଲ୍ ମାମଲାରେ ପାଠକ ବାପା-ପୁଅଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ
  • ||
  • ଚଣ୍ଡିଖୋଲ : ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କୁ ଗୁଳିମାଡ, ଦୁଇ ଆହତ
  • ||
  • ଚଣ୍ଡିଖୋଲ : ପୃଥକ ପୃଥକ ଦୁର୍ଘଟଣାରେ ଦୁଇ ମୃତ, ଜଣେ ଗୁରୁତର
  • ||
  • ଭୁବନେଶ୍ବର : ବିଧାନସଭା ବାଚସ୍ପତିଙ୍କ ସହ ମନ୍ତ୍ରୀ ଓ ବିଧାୟକ ନେଲେ କରୋନା ଟିକା
  • ||
  • କଟକ : ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, CBI ତଦନ୍ତ ଶିଥିଳତା ମାମଲାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ହାଇକୋର୍ଟ
  • ||
  • ବଲାଙ୍ଗୀର : ବସ୍ ଧକ୍କାରେ ଶିକ୍ଷକଙ୍କ ମୃତ୍ୟୁ, NH ଅବରୋଧ କଲେ ସ୍ଥାନୀୟ ଲୋକ
  • ||
  • ବୌଦ୍ଧ : ସମ୍ପତ୍ତି ପାଇଁ ଭାଇ ହେଲା ବଇରୀ, ରକ୍ତ ସମ୍ପର୍କକୁ ଭୁଲି ମାରି ପୋଡିଦେଲେ ସାନ ଭାଇକୁ
  • ||
  • ନୟାଗଡ : ଗ୍ରାମବାସୀଙ୍କ ମାଡରେ ଲୁଟେରା ମୃତ ! ଚେନ୍ ଲୁଟ୍ ଉଦ୍ୟମ ବେଳେ ଧରି ଛେଚିଥିଲେ ଲୋକେ
  • ||
  • ମଣ୍ଡିରେ ବିକ୍ରି ହେଉନି ଧାନ, ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଶ୍ରୀମନ୍ଦିରରେ ବଟବୃକ୍ଷ ଡାଳ ପଡି ଜଣେ ଭକ୍ତ ଆହତ

22/05/2018 at 10:08 AM

ଶ୍ରୀମନ୍ଦିରରେ ଅଘଟଣ, ବଟବୃକ୍ଷ ଡାଳ ପଡି ଜଣେ ଭକ୍ତ ଆହତ । ବଟବୃକ୍ଷ ତଳେ ଜପ କରିବା ବେଳେ ଘଟିଛି ଅଘଟଣ । ବାସେଳି ସାହି ମୁଦଲ ଜାଗାର ଶଶୀଲତା ପଣ୍ଡା ନାମକ ଜଣେ ମହିଳା ଭକ୍ତ ଆଜି ବଟ ବୃକ୍ଷ ତଳେ ଜପ କରୁଥିଲେ । ଜପ କରିବା ବେଳେ ବୃଟବୃକ୍ଷରୁ ଏକ ଡାଳ ଖସି ପଡିଥିଲା । ତାଙ୍କୁ ପୁରୀ ସଦର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

Leave a Reply

   Related Posts