Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ କଲେ ପଡୋଶୀ : ମହିଳାଙ୍କ ମୃତ୍ୟୁ

18/01/2020 at 11:55 AM

ବାଙ୍କୀ ୧୮।୧: ପୂର୍ବ ଶତ୍ରୁତାକୁ ନେଇ ପଡୋଶୀଙ୍କ ଆକ୍ରମଣ । ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ସବିତା ସ୍ବାଇଁ । ବାଙ୍କୀ ଥାନାରେ ମୃତକଙ୍କ ପରିବାର ପକ୍ଷରୁ ଏତଲା ଦିଆଯାଇଛି । ବାଙ୍କୀ ବରପୁଟ ପଂଚାୟତ ପଥପୁର ଗ୍ରାମରେ ଘଟିଛି ଏଭଳି ଘଟଣା । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । ଘଟଣାସ୍ଥଳରେ ବାଙ୍କୀ ପୋଲିସ ପହଞ୍ଚି ତଦନ୍ତ ଚଳାଇଥିବା ବେଳେ ଶବ ବ୍ୟବଚ୍ଛେଦ ପାଇଁ ବାଙ୍କୀ ମେଡିକାଲକୁ ପଠାଇଦେଇଛି ।

   Related Posts