Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

ଟ୍ରାନ୍ସଫର୍ମର ବାଡରେ ହାତ ଲାଗିଯିବାରୁ ମହିଳାଙ୍କ ମୃତ୍ୟୁ

13/11/2019 at 2:15 PM

ବାଙ୍କୀ ୧୩|୧୧: ବାଙ୍କୀ ଥାନା କଲରାଅଣ୍ଟ। ଗ୍ରାମରେ ଏକ ଅଘଟଣ ଘଟିଛି ।ଗୁହାଳରୁ ଫିଟିଯାଇଥିବା ଗାଇକୁ  ଘଉଡ଼ାଇ ଘରକୁ  ଅ।ଣିବା ଲାଗି ଉଦ୍ୟମ କରୁଥିବାବେଳେ କରେଣ୍ଟ ଲାଗି ମହିଳାଙ୍କ ମୃତ୍ୟୁ ହୋଇଛି ।  ମୃତ ମହିଳାଙ୍କ ନାଁ ଅଶାନ୍ତି ସାହୁ ।

ଗାଇକୁ ଘଉଡାଇବା ବେଳେ ସେହି ପାଖରେ ଥିବା ଏକ ଖୋଲା ଟ୍ରାନ୍ସଫର୍ମର ବାଡରେ ମହିଳାଙ୍କ ହାତ ବାଜି ଯାଇଥିଲା । ଫଳରେ ମହିଳାଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିଲା । ତେବେ ଗ୍ରାମବାସୀ ତାଙ୍କୁ ତୁରନ୍ତ ବାଙ୍କୀ ମେଡିକାଲରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିବା ସହ ଶବ ବ୍ୟବଚ୍ଛେଦ ଲାଗି ପଠାଇଛନ୍ତି ।

ଘଟଣାରେ ମୃତକଙ୍କ ପରିବାର ସରକାରୀ ସାହାଯ୍ୟ ପାଇଁ ସରକାରଙ୍କ ନିକଟରେ ନିବେଦନ କରିଛନ୍ତି ।

   Related Posts