Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ

16/08/2019 at 5:37 PM

ବାଲିପାଟଣା ୧୬।୮ : ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ ହୋଇଛି । ବାଲିପାଟଣା ଥାନା ବନମାଳିପୁର ଫାଣ୍ଡି ଅନ୍ତର୍ଗତ ଶିବବରହମ୍ ପୁର ଗ୍ରାମର ପଦି ଭୋଇଙ୍କର ବଜ୍ରାଘାତରେ ମୃତ୍ୟୁ ହୋଇଛି । ବନମାଳିପୁର କଲେଜ ନିକଟରେ ଥିବା ଭେଣ୍ଡି ବିଲରୁ ଭେଣ୍ଡି ତୋଳୁଥିବା ବେଳେ ବଜ୍ରପାତ ହୋଇଥିଲା । ଫଳରେ ପଦିଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ପାଖାପାଖି ବିଲରେ କାମ କରୁଥିବା ଅନ୍ୟ ଚାଷୀମାନେ ଅଳ୍ପକେ ରକ୍ଷା ପାଇଯାଇଥିବା ଜଣାପଡିଛି ।

   Related Posts