Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||
  • କେନ୍ଦ୍ରାପଡ଼ା : ରାମଚଣ୍ଡୀ ମନ୍ଦିରରୁ ଚୋରି, ତାଲା ଭାଙ୍ଗି ସୁନା ଅଳଙ୍କାର ଲୁଟ୍
  • ||

ବାରଙ୍ଗ ଷ୍ଟେସନରେ ଟ୍ରେନ ଧକ୍କାରେ ମହିଳାଙ୍କ ମୃତ୍ୟୁ

14/10/2018 at 12:23 PM

ଭୁବନେଶ୍ୱର ୧୪/୧୦ : ଭୁବନେଶ୍ୱର ବାରଙ୍ଗ ଷ୍ଟେସନରେ ଘଟିଛି ଅଘଟଣ | ଟ୍ରେନ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି | ପଟିଆ ଷ୍ଟେସନରେ ରେଳ ଲାଇନ ପାର କରୁଥିବାବେଳେ ମହିଳାଙ୍କୁ ଧକ୍କା ଦେଲା କରମଣ୍ଡଳ ଏକ୍ସପ୍ରେସ | ମୃତ ମହିଳା ଜଣକ ବଡମାଛପୁର ଅଞ୍ଚଳର ବୋଲି ଜଣାପଡିଛି | ମହିଳାଙ୍କ ଗୋଟିଏ ୪ ବର୍ଷର ଶିଶୁକୁ ଉଦ୍ଧାର କରିଛନ୍ତି ସ୍ଥାନୀୟ ଲୋକେ |

   Related Posts