ରାଇରଙ୍ଗପୁରରେ ଟ୍ରକ ଧକ୍କାରେ ମହିଳାଙ୍କ ମୃତ୍ୟୁ
16/09/2018 at 12:19 PM

ରାଇରଙ୍ଗପୁର ୧୬/୯ : ରାଇରଙ୍ଗପୁରରେ ଟ୍ରକ ଧକ୍କାରେ ମହିଳାଙ୍କ ମୃତ୍ୟୁ ହୋଇଛି | ରାଇରଙ୍ଗପୁର ବିଶୋଇ ଥାନା ଜମିଡ଼ିହ ଛକରେ ଦୁର୍ଘଟଣା ହୋଇଛି | ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ | କ୍ଷତି ପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି | ଧକ୍କା ଦେଇଥିବା ଟ୍ରକ ଡ୍ରାଇଭରକୁ ଗ୍ରାମବାସୀ ଅଟକ ରଖିଛନ୍ତି |
Related Posts
ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
26 February 2021
୨୪ କେଜି ଚୋରା ଗଞ୍ଜେଇ ଜବତ, ନିଶା ବେପାରୀ ଗିରଫ
25 February 2021