Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ସୁବର୍ଣ୍ଣପୁରରେ ଏକାବେଳେ ୪ ସନ୍ତାନଙ୍କୁ ଜନ୍ମଦେଲେ ମହିଳା

8/10/2019 at 2:11 PM

ସୁବର୍ଣ୍ଣପୁର ୮|୧୦: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ଝିଙ୍କି ଗାଁରେ ଜଣେ ମହିଳା ଅଜି ୪ଟି ସନ୍ତାନକୁ ଜନ୍ମ ଦେଇଛନ୍ତି । ତେବେ ନବ ଜନ୍ମିତ ଶିଶୁମାନେ ମୃତ୍ୟୁବରଣ କରିଛନ୍ତି । ପ୍ରସବ ପରେ ପ୍ରସୂତୀଙ୍କ ଅବସ୍ଥା ସୁସ୍ଥ ରହିଥିବା ଜଣାପଡିଛି ।

ଝିଙ୍କି ଗାଁର ମିନତି ମୁଣ୍ଡା ଆଜି ସକାଳୁ ଘରେ ଦୁଇଟି ସନ୍ତାନକୁ ଜନ୍ମ ଦେଇଥିଲେ । ତେବେ ପୁନର୍ବାର ଗର୍ଭ ଯନ୍ତ୍ରଣା ହେବାରୁ ତାଙ୍କୁ ସୋନପୁର ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା । ସେଠାରେ ପୁନର୍ବାର ସେ ୨ଟି ସନ୍ତାନକୁ ଜନ୍ମ ଦେଇଥିଲେ ।

ତେବେ ଅପରିପକ୍ବ ଭବସ୍ଥାରେ ପ୍ରସବ ଯୋଗୁଁ ଜନ୍ମିତ ଶିଶୁଙ୍କର ମୃତ୍ୟୁ ହୋଇଥିଲା । ପ୍ରସୂତୀ ଯଦିଓ ସୁସ୍ଥ ଅଛନ୍ତି ତଥାପି ତାଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତି କରାଯାଇଛି ।

   Related Posts