Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଯୌତୁକ ହତ୍ୟା ଅଭିଯୋଗ

19/12/2019 at 5:11 PM

ବରଗଡ ୧୯।୧୨: ଝୁଲନ୍ତା ଅବସ୍ଥାରେ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର କରିଛି ବରଗଡ଼ ପୋଲିସ । ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।

ସୂଚନାଯୋଗ୍ୟ ଯେ, ଛତିଶଗଡ଼ ରାୟଗଡ ଜିଲ୍ଲାର ଗଡଉମରିଆ ଗ୍ରାମର ଡିଲେଶ୍ବର ମେହେରଙ୍କ ଝିଅ ଆରତୀ ମେହେର ବରଗଡ଼ ଜିଲ୍ଲା ବାନ୍ଦୁଟିକ୍ରାର ହାଡୁ ମେହେରଙ୍କ ସାନପୁଅ ବଳରାମ ମେହେରଙ୍କୁ ବିବାହ କରିଥିଲେ । ବିବାହର ଅଢେଇ ବର୍ଷ ପରେ ଯୌତୁକ ଦାବି କରି ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ପୂର୍ବରୁ ଆରତୀଙ୍କୁ ବାପଘରୁ ଅଧିକା ସୁନା ଅଳଙ୍କାର ଆଣିବା ପାଇଁ ତାଙ୍କ ଶ୍ବଶୁରଘର ଲୋକେ ବାରମ୍ବାର ଯୌତୁକ ଜନିତ ନିର୍ଯାତନା ଦେଇ ଆସୁଥିଲେ ବୋଲି ମୃତ ଆରତୀଙ୍କ ପରିବାର ଲୋକେ ଆଭିଯୋଗ କରିଛନ୍ତି । ତେବେ ଗତକାଲି ବିଳମ୍ବିତ ରାତିରେ ବେକରେ ଶାଢ଼ୀ ବାନ୍ଧି ଆରତୀ ଆତ୍ମହତ୍ୟା କରିଥିବା ଶ୍ବଶୁର ଘର ଲୋକେ କହିଛନ୍ତି ।

   Related Posts