Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

କାଜୁ ଜଙ୍ଗଲରେ ଝୁଲୁଛି ମହିଳାଙ୍କ ମୃତଦେହ

25/12/2019 at 12:39 PM

ମହାକାଳପଡା ୨୫।୧୨: ମହିଳାଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଠାବ ହୋଇଛି । କାଜୁ ଜଙ୍ଗଲରେ ଗଛରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମହିଳାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ମୃତ ମହିଳା ହେଲେ ଜମ୍ବୁ ଥାନା ଲୁଣି ମାଠିଆ ଶବରପଡା ଗାଁର ଫକ ମଳିକ ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ଜମ୍ବୁ ଥାନା ଅନ୍ତର୍ଗତ ପେଟଛେଲା ପଂଚାୟତର ବି ବି କଲେନୀ କାଜୁ ଜଙ୍ଗଲରେ ମହିଳାଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଠାବ ହୋଇଛି । ମହିଳାଙ୍କ ମୃତଦେହ ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ମହିଳାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଇଛି ।

   Related Posts