Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ଗଛରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

16/11/2020 at 10:12 AM

କଳାହାଣ୍ଡି ୧୬।୧୧: ଗଛରୁ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ପରିବାର ଲୋକେ ।

କଳାହାଣ୍ଡି ଜିଲ୍ଲା ବିଜେପୁର ଥାନା ଅନ୍ତର୍ଗତ ଗୋପୀଗୁଡା ଗାଁରେ ଘଟିଛି ଏଭଳି ଘଟଣା । ମୃତକ ହେଲେ ଜୟନ୍ତୀ ନାଏକ । ତାଙ୍କ ବୟସ ୪୫ ବର୍ଷ । ମୃତକ ପରିବାରଲୋକଙ୍କ ଅଭିଯୋଗ ଅନୁଯାୟୀ ପାରିବାରିକ କଳହ ନେଇ ଫୋନ୍ ଯୋଗେ ମୃତକ ସୂଚନା ଦେଇଥିଲେ । ଅଭିଯୋଗ ଆଧାରରେ ବିଜେପୁର ପୋଲିସ ତଦନ୍ତ ଜାରି ରଖିଛି ।

   Related Posts