ଗଛରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

Published By : Prameya-News7 Bureau | November 16, 2020 IST

କଳାହାଣ୍ଡି ୧୬।୧୧: ଗଛରୁ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ପରିବାର ଲୋକେ ।

{"id":362390,"sizeSlug":"large"}

କଳାହାଣ୍ଡି ଜିଲ୍ଲା ବିଜେପୁର ଥାନା ଅନ୍ତର୍ଗତ ଗୋପୀଗୁଡା ଗାଁରେ ଘଟିଛି ଏଭଳି ଘଟଣା । ମୃତକ ହେଲେ ଜୟନ୍ତୀ ନାଏକ । ତାଙ୍କ ବୟସ ୪୫ ବର୍ଷ । ମୃତକ ପରିବାରଲୋକଙ୍କ ଅଭିଯୋଗ ଅନୁଯାୟୀ ପାରିବାରିକ କଳହ ନେଇ ଫୋନ୍ ଯୋଗେ ମୃତକ ସୂଚନା ଦେଇଥିଲେ । ଅଭିଯୋଗ ଆଧାରରେ ବିଜେପୁର ପୋଲିସ ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.