Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଘରେ ପଶି ବିଧବା ମହିଳାଙ୍କୁ ନିର୍ମମ ହତ୍ୟା, ମୃତଦେହ ନିକଟରୁ ଟାଙ୍ଗିଆ ଜବତ

19/11/2020 at 2:33 PM

ପାଟଣା୧୯।୧୧: ଘରେ ପଶି ବିଧବା ମହିଳାଙ୍କୁ ଟାଙ୍ଗିଆରେ ହାଣି ଅତି ନିର୍ମମ ଭାବରେ ହତ୍ୟା । ଘଟଣା ଘଟିଛି କେନ୍ଦୁଝୁ ଜିଲ୍ଲା ବାରିଆ ଥାନା ଚନ୍ଦ୍ରଶେଖରପୁର ଗ୍ରାମର ବସା ସାହିରେ । ମୃତ ମହିଳା ହେଉଛନ୍ତି ପ୍ରମିଳା ମୁଣ୍ଡା ।

ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ପ୍ରମିଳା ଘରେ ଏକା ଶୋଇଥିବା ବେଳେ ଘରେ ପଶି ତାଙ୍କୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମହିଳାଙ୍କ ମୁଣ୍ଡରେ ଗଭୀର କ୍ଷତ ହୋଇଥିବା ବେଳେ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ । ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ଓ ବାରିଆ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହ ନିକଟରୁ ପୋଲିସ ଏକ ଟାଙ୍ଗିଆ ଜବତ କରିଛି।

   Related Posts