Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ସ୍ୱାମୀଙ୍କ ବିରୋଧରେ ଥାନାର ଦ୍ୱାରସ୍ଥ ହେଲେ ମହିଳା ଆଇଆଇସି

19/09/2020 at 12:35 PM

ରାଉରକେଲା ୧୯/୦୯ : ଥାନାର ଦ୍ୱାରସ୍ଥ ହେଲେ ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ମହିଳା ଆଇଆଇସି ସିଗ୍ଧାରାଣୀ ସୁନା । ରାଉରକେଲା ରଘୁନାଥପାଲ୍ଲୀ ଥାନାରେ ସ୍ବାମୀଙ୍କ ବିରୋଧରେ ଲିଖତ୍ତ ଅଭିଯୋଗ କରିଛନ୍ତି ବୀରମିତ୍ରପୁର ଥାନା ଆଇଆଇସି ସିଗ୍ଧାରାଣୀ ସୁନା । ନିର୍ଯ୍ୟାତନା, ମାରପିଟ୍ କରିବା ଜୀବନରେ ମାରିଦେବାକୁ ଧମକ, ଅସମ୍ମାନ ପରି ସଂଙ୍ଗୀନ ଅଭିଯୋଗ କରିଛନ୍ତି ମହିଳା ଆଇଆଇସି ସିଗ୍ଧାରାଣୀ ସୁନା । ବିବାହ ପରେ ବାରମ୍ବାର ସ୍ବାମୀ ତାଙ୍କୁ ମାନସିକ ନିର୍ଯ୍ୟାତନା ଦେବା ସହ ମାରପିଟ୍ କରୁଥିଲେ ବୋଲି ସେ ଅଭିଯୋଗ କରିଛନ୍ତି ।

   Related Posts