Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଧାନପେଶା ମେସିନ୍ ବେଲ୍ଟରେ ଲାଗିଗଲା ଶାଢୀ, ମହିଳା ଗୁରୁତର

12/03/2020 at 2:18 PM

ଆନନ୍ଦପୁର ୧୨।୩: କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଦରଡିପାଳ ଗାଁରେ ଧାନକଳରେ କଟି ଜଣେ ମହିଳା ଗୁରୁତର ହୋଇଛନ୍ତି । ଗୁରୁତର ମହିଳା ଗାଁର ସତ୍ୟଭାମା ରାଉତଙ୍କୁ ପରିବାର ଲୋକେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ତେବେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ଗୁରୁବାର ସକାଳେ ସତ୍ୟଭାମା ଗାଁରେ ଥିବା ଏକ ମିଲକୁ ଧାନ ପେସାଇବାକୁ ଯାଇଥିଲେ । ମେସିନରେ ଧାନ ଢାଳୁଥିବା ସମୟରେ ଅସାବଧାନତାରୁ ତାଙ୍କ ଶାଢୀ ମେସିନ୍ ବେଲ୍ଟ ସଂସ୍ପର୍ଶରେ ଆସିଥିଲା । ଫଳରେ ଏଭଳି ଦୁର୍ଘଟଣା ଘଟିଛି ।

   Related Posts