Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ପୂର୍ବ ଶତ୍ରୁତା ଓ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ମହିଳାଙ୍କୁ ଭୁଜାଲିରେ ଆକ୍ରମଣ

4/02/2019 at 9:04 AM

ଏରସମା ୪|୨: ପୂର୍ବ ଶତ୍ରୁତା ଓ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଭୁଜାଲିରେ ଆକ୍ରମଣ ହୋଇଛି । ଜଗତସିଂହପୁର ଏରସମା ଥାନା ପଦ୍ମପୁର ପଞ୍ଚାୟତ ପିତାପାଣି ଗାଁର ଘଟଣା । ଆକ୍ରମଣରେ ଗାଁର କରୁଣାକର ଖଟୁଆଙ୍କ ସ୍ତ୍ରୀ କାବୁଲି ଖଟୁଆ ଗୁରୁତର ହୋଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ଏରସମା ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

ଗାଁର ଜୟନ୍ତ ମଣ୍ଡଳଙ୍କ ପୁଅ ବାବୁଆ ମଣ୍ଡଳ ଓ ଅନ୍ୟ କେତେକ ଲୋକ ଆକ୍ରମଣ କରିଥିବାର କାବୁଲିଙ୍କ ସ୍ବାମୀ ଏରସମା ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଏରସମା ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ବର୍ତ୍ତମାନ ସୁଦ୍ଧା ଅଭିଯୁକ୍ତମାନେ ଫେରାର ଅଛନ୍ତି ।

   Related Posts