Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ସ୍ବର୍ଗ ଦ୍ବାରରୁ ହଟିଲା କଟକଣା, ସଂକ୍ରମଣ କମୁଥିବାରୁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି
  • ||
  • ‘କୁଲଦୀପ ଯାଦବଙ୍କ ପାଇଁ ଚ୍ୟାଲେଞ୍ଜିଂ ହେବ ଓ୍ବେଷ୍ଟଇଣ୍ଡିଜ ସିରିଜ୍, ଟିମ୍‌ ଇଣ୍ଡିଆକୁ ଭରସା ରଖିବାକୁ ହେବ’: ହରଭଜନ ସିଂହ
  • ||
  • ବିଧାନସଭା ନିର୍ବାଚନ ଏବଂ ବଜେଟ୍‌ ଅଧିବେଶନ ପୂର୍ବରୁ କଂଗ୍ରେସ ଡାକିଲା ଗୁରୁତ୍ବପୂର୍ଣ୍ଣ ବୈଠକ, ପ୍ରସ୍ତୁତ ହେବ ରଣନୀତି
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୧,୧୫୭ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୬୫୩ଜଣ ଡିସଚାର୍ଜ
  • ||
  • ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କରଙ୍କୁ କରୋନା, ନିଜକୁ କଲେ ଆଇସୋଲେଟ୍
  • ||
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||

ଟାଣି ନେଉଥିଲା କୁମ୍ଭୀର , ଏମିତି ଉପାୟ କରି ବର୍ତ୍ତିଲେ ମହିଳା : ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

7/10/2019 at 3:35 PM

କେନ୍ଦ୍ରାପଡ଼ା ୭/୧୦: ରାଜକନିକା ବ୍ଲକ ଖୁଣ୍ଟା ଗାଁରେ ଅଘଟଣ  ଘଟିଛି। କୁମ୍ଭୀର ମୁହଁରୁ ସଂଘର୍ଷ କରି ବର୍ତ୍ତିଛନ୍ତି ମହିଳା । ମହିଳା ହେଲେ ଖୁଣ୍ଟା ଗାଁର ସଜନୀ ମଳିକ ।ସଜନୀ ଖାଇ ସାରି ବାସନ ଧୋଇବାକୁ ନାଳକୁ ଯାଇଥିଲେ । ବାସନ ଧୋଇବା ସମୟରେ ଏକ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା । ତେବେ ଗୁରୁତର ଭାବେ ସଜନୀ ରାଜକନିକା ମେଡିକାଲରେ ଭର୍ତି ହୋଇଛନ୍ତି।

   Related Posts