Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗ୍ୟାଙ୍ଗଷ୍ଚର ହାଇଦର ଗିରଫ ।। ତେଲେଙ୍ଗାନାରୁ ଗିରଫ କଲା ପୋଲିସ ।। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା ।। ଏପ୍ରିଲ ୧୦ରେ କଟକ ଏସସିବି ମେଡିକାଲ କଲେଜ ହସ୍ପିଟାଲରୁ ହୋଇଯାଇଥିଲା ଫେରାର
  • ||
  • ଅନ୍ୟ ରାଜ୍ୟକୁ ବସ ସେବା ବନ୍ଦ, ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ସରକାରୀ ଅଫିସ, କୋଚିଂ ସେଣ୍ଟରରେ ଅଫ୍‌ଲାଇନ୍‌ କ୍ଲାସ୍‌ ମନା । ବିବାହ ପାଇଁ ସର୍ବାଧିକ ୫୦ ଜଣ ଏବଂ ଅନ୍ତିମ ସଂସ୍କାର ପାଇଁ ଅତିବେଶୀରେ ୨୦ ଜଣଙ୍କୁ ଅନୁମତି
  • ||
  • ବାକି ୨୦ ଜିଲ୍ଲାର ସହରାଞ୍ଚଳରେ କାଲିଠୁ ନାଇଟ୍‌ କର୍ଫ୍ୟୁ
  • ||
  • ଛତିଶଗଡ଼ ସୀମାନ୍ତ ୧୦ ଜିଲ୍ଲାର ସହରାଞ୍ଚଳରେ ବଦଳିଲା ନାଇଟ୍‌ କର୍ଫ୍ୟୁ ସମୟ
  • ||
  • ରାଜ୍ୟରେ ଫେରିଲା କୋଭିଡ୍‌ କଟକଣା
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ୍‌ ପର୍ଯ୍ୟବେକ୍ଷଣ ଦାୟିତ୍ୱ
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ ପର୍ଯ୍ୟବେକ୍ଷକ ଦାୟିତ୍ବ
  • ||
  • ଭଦ୍ରକ : ବୈତରଣୀ ନଦୀରେ ବୁଡି ଭାଇ-ଭଉଣୀଙ୍କ ସଲୀଳ ସମାଧି, ପିଉସୀଙ୍କ ଘରୁ ଫେରିବା ବେଳେ ଅଘଟଣ
  • ||
  • ମାଲକାନଗିରି : ମାନିଲେନି କୋଭିଡ୍ ନିୟମ, ସିଲ୍ ହେଲା ଦୋକାନ
  • ||
  • ଧର୍ମଗଡ : ଧର୍ମଗଡ ବଣିକ ସଂଘର ବଡ ନିଷ୍ପତ୍ତି, ଶନିବାର ଓ ରବିବାର ସଂପୂର୍ଣ୍ଣ ବନ୍ଦ ରହିବ ସହର
  • ||

ଲଗାଣ ବର୍ଷାରେ କାନ୍ଥ ପଡି ମହିଳା ଆହତ

25/10/2019 at 11:21 AM

ଆନନ୍ଦପୁର ୨୫।୧୦: ଘସିପୁରା ଥାନା ବସନ୍ତପୁରା ଗାଁରେ କାନ୍ଥ ପଡି ଜଣେ ମହିଳା ଆହତ ହୋଇଛନ୍ତି । ଆହତ ମହିଳା ହେଲେ ମାଇନ ହାସଦା । ଚିକିତ୍ସା ପାଇଁ ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।  ଦୁଇପୁଅଙ୍କ ସହ ଘରେ ଶୋଇଥିବା ସମୟରେ ଲଗାଣ ବର୍ଷା ଯୋଗୁଁ ହଠାତ୍ କାନ୍ଥ ଭୁଶୁଡି ପଡିବାରୁ ମାଇନଙ୍କ ମୁଣ୍ଡରେ ଆଘାତ ଲାଗିଥିଲା ।

   Related Posts