Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ସଚେତନା କାର୍ଯ୍ୟକ୍ରମ ପାଇଁ ପାଖ ଗାଁକୁ ଯାଇଥିଲେ, ଫେରିବା ବେଳେ ଦନ୍ତାହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

13/05/2021 at 11:06 PM

ରାଇରଙ୍ଗପୁର ୧୩/୦୫: ମୟୂରଭଞ୍ଜ ଜିଲ୍ଲାର ବାମାନଘାଟି ଉପଖଣ୍ଡରେ ହାତୀ ଆକ୍ରମଣରେ ଦିନକୁ ଦିନ ମଣିଷ ଜୀବନ ଯାଉଥିବା ଦେଖିବାକୁ ମିଳୁଛି। ଦନ୍ତାହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ମଣଦା ରେଞ୍ଜର ମଧୁପୁର ନିକଟ ଜଙ୍ଗଲରେ।

ସୂଚନା ଅନୁଯାୟୀ ଗ୍ରାମର କିଛି ବାସିନ୍ଦା ନିକଟସ୍ଥ ଜଙ୍ଗଲ ନିକଟରେ ହାତୀ ରହୁଥିବା ଓ ହାତୀ ଆକ୍ରମଣର ଆଶଙ୍କା ନେଇ ଚାଲୁଥିବା ସଚେତନା କାର୍ଯ୍ୟକ୍ରମ ପାଇଁ ଜଙ୍ଗଲ ଆଖପାଖ ଗ୍ରାମକୁ ଯାଇଥିଲେ। କିନ୍ତୁ ସନ୍ଧ୍ୟାରେ ଘରକୁ ଫେରିବା ବେଳକୁ ଦନ୍ତାହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।  ତେବେ ମହିଳାଙ୍କ ପରିଚୟ ସ୍ପଷ୍ଟ ହୋଇ ନାହିଁ। ବନ କର୍ମଚାରୀ ଘଟଣାସ୍ଥଳକୁ ଯାଇଥିବା ସୂଚନା ମିଳିଥିବା ବେଳେ ସବିଶେଷ ତଥ୍ୟ ହସ୍ତଗତ ହୋଇ ପାରିନାହିଁ।

   Related Posts