Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ: ପିଣ୍ଡାରେ ଚାଉଳ ବାଛୁ ବାଛୁ ଟଳି ପଡ଼ିଲେ

28/05/2020 at 3:24 PM

ଭୋଗରାଇ୨୮/୫: ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ୍ୟୁ। ଭୋଗରାଇ ଥାନା କାନ୍ଥି ଭଉଁରୀ ପଞ୍ଚାୟତ ବଡ଼ପାହି ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ମହିଳା ହେଲେ ବିପ୍ଳବ ରଣାଙ୍କ ପତ୍ନୀ ଅନ୍ନପୂର୍ଣ୍ଣା ରଣା। ପ୍ରକାଶ ଯେ, ବୁଧବାର ରାତିରୁ ଭୋଗରାଇ ଅଞ୍ଚଳରେ ପ୍ରବଳ ଝଡ଼ବର୍ଷା ଲାଗି ରହିଥିବା ବେଳେ ଘନଘନ ବଜ୍ରପାତ ଜନ ଜୀବନକୁ ଆତଙ୍କିତ କରିଛି। ଗୁରୁବାର ସକାଳ ପ୍ରାୟ ୭ଟା ସମୟରେ ଅନ୍ନପୂର୍ଣ୍ଣା ନିଜ ଘର ପିଣ୍ଡାରେ ଚାଉଳ ବାଛୁଥିବା ସମୟରେ ତାଙ୍କ ଘର ସମ୍ମୁଖରେ ପ୍ରବଳ ଶବ୍ଦ ହୋଇଥିଲା।  ଏହି ବଜ୍ରପାତ  ଏତେ ଶକ୍ତିଶାଳୀ  ଥିଲା ଯେ, ଅନ୍ନପୂର୍ଣ୍ଣ ସେହିଠାରେ ଚେତାଶୂନ୍ୟ ହୋଇ ଟଳି ପଡିଥିଲେ। ପରିବାର ଲୋକେ ସଙ୍ଗେ ସଙ୍ଗେ ତାଙ୍କୁ ସ୍ଥାନୀୟ ଜଳେଶ୍ବରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଯାଇଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

   Related Posts