Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ମାଲକାନଗିରି ଏସପିଙ୍କ ନିକଟରେ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

24/01/2021 at 2:10 PM

ମାଲକାନଗିରି ୨୪।୦୧: ମହିଳା ମାଓବାଦୀଙ୍କର ଆତ୍ମସମର୍ପଣ । ମାଲକାନଗିରି ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ । ମହିଳା ମାଓବାଦୀଙ୍କ ନାଁରେ ବହୁ ମାମଲା ଥିବା ସୂଚନା ରହିଛି । ।

ଖବର ଅନୁଯାୟୀ, ମାଲକାନଗିରି ଏସପିଙ୍କ ନିକଟରେ ଆଜି ଜଣେ ମହିଳା  ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଲାଛି ଖରା ନାମକ ଏହି ମହିଳା ମାଓବାଦୀ କିଛି ବର୍ଷ ଧରି ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଜଣେ ସକ୍ରିୟ ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ । କିନ୍ତୁ  ଆନ୍ଧ୍ର କ୍ୟାଡରଙ୍କ ଚାପ ଓ ନିର୍ଯ୍ଯାତନାର ଶିକାର ହୋଇଥିଲେ । ଯାହାଫଳରେ ସେ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ମାଲକାନଗିରି ଏସପି ରିଶିକେଷ ଖିଲାରି କହିଛନ୍ତି ।

   Related Posts