Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ମହିଳା ସ୍ୱାସ୍ଥ୍ୟକର୍ମୀ କରୋନା ସଂକ୍ରମିତ, ପଜିଟିଭ୍ ଚିହ୍ନଟ ପୂର୍ବରୁ ଅନେକ ରୋଗୀଙ୍କର ଯାଞ୍ଚ୍ କରିଥିଲେ ରକ୍ତଚାପ

5/07/2020 at 4:09 PM

ଆଠମଲିକ, ୦୫|୦୭:  ଶନିବାର ଅନୁଗୋଳ ଜିଲ୍ଲା ଆଠମଲିକ ଠାକୁରଗଡ଼ ଅଞ୍ଚଳର ଜଣେ ମହିଳା ସ୍ୱାସ୍ଥ୍ୟକର୍ମୀ କରୋନା ପୋଜିଟିଭ ଚିହ୍ନଟ ହେବା ପରେ ପରେ ସ୍ୱାସ୍ଥ୍ୟ ବିଭାଗ ତତ୍ପରତା ପ୍ରକାସ କରିଛି । ଠାକୁରଗଡ଼ ଡାକ୍ତରଖାନାର ସମସ୍ତ କର୍ମଚାରୀଙ୍କୁ କ୍ବାରେଣ୍ଟାଇନରେ ରଖିଛି  ପ୍ରଶାସନ ।

ସୂଚନାନୁସାରେ, ଶନିବାର ସ୍ୱାସ୍ଥ୍ୟକେନ୍ଦ୍ରରେ କାମ କରୁଥିବା ଜଣେ ମହିଳା ସ୍ୱାସ୍ଥ୍ୟକର୍ମୀଙ୍କ କରୋନା ରିପୋର୍ଟ ପଜିଚିଭ୍ ଆସିଥିଲା । ଏହାପରେ ପ୍ରଶାସନ ତୁରନ୍ତ ସମସ୍ତ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନରେ ପଠାଇଛି । ଏହାସହ ଡାକ୍ତରଖାନାକୁ ବିଶୋଧନ କରାଯାଇଛି ।

ତେବେ ଏହାକୁ ନେଇ ଅଞ୍ଚଳବାସୀ ଭୟଭୀତ ହୋଇପଡିଛନ୍ତି । କାରଣ କରେନା ପଜିଟିଭି ହେଇଥିବା ସ୍ୱାସ୍ଥ୍ୟ କର୍ମୀ ଜଣକ ବହୁ ଲେକଙ୍କ ରକ୍ତ ଚାପ ଚେକ୍ କରିବା ସହି ଅଞ୍ଚଳରେ ମିଳାମିଶା କରିଥିଲେ । ଯାହାକୁ ନେଇ ଅଞ୍ଚଳରେ ଅନ୍ୟମାନଙ୍କର କରେନା ଟେଷ୍ଟ କରାଯାଉ  ବୋଲି ଦାବି ହେଉଛି ।

   Related Posts