Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଗାଈକୁ ଖାଇବାକୁ ଦେଉଥିବା ବେଳେ ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

11/09/2021 at 7:34 PM

ସାନଖେମୁଣ୍ଡି ୧୧/୦୯ : ଗଞ୍ଜାମ ଜିଲ୍ଲା କେ ନୂଆଗାଁ ଥାନା ଦିଗପହଣ୍ଡି ବ୍ଲକ ଲୋଚପଡା ଗାଁରେ ଅଭାବନୀୟ ଘଟଣା ଘଟିଛି । ଗାଈକୁ ଖାଇବାକୁ ଦେଉଥିବା ବେଳେ ବିଷାକ୍ତ ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ । ମୃତକ ମହିଳା ହେଉଛନ୍ତି ଏମ ଲକ୍ଷ୍ମୀ ।

ସୂଚନା ଅନୁଯାୟୀ, ପ୍ରତିଦିନ ଭଳି ଆଜି ମଧ୍ୟ ଗାଈକୁ ପାଳ ଦେବାକୁ ଯାଇଥିଲେ ଏମ୍‌ ଲକ୍ଷ୍ମୀ । କିନ୍ତୁ ସେଠାରେ ଅପେକ୍ଷା କରିଥିଲା ମୃତ୍ୟୁ । ଗାଈ ପାଇଁ ପାଳ ଆଣୁଥିବା ବେଳେ ପାଳରୁ ସାପ ବାହାରି ତାଙ୍କୁ କାମୁଡି ଦେଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲେ ସୁଦ୍ଧା ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

   Related Posts