Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ବିଦ୍ୟୁତ୍ ଆଘାତରେ ମହିଳା ଶ୍ରମିକଙ୍କ ମୃତ୍ୟୁ

8/10/2020 at 6:01 PM

ବାରଙ୍ଗ ୮।୧୦: ବିଦ୍ୟୁତ୍ ଆଘାତରେ କୃଷି ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଚନ୍ଦକା ଥାନା ଅଧିନସ୍ଥ କୁଜିମହୁଲ ଗ୍ରାମର ୫୫ ବର୍ଷ ବୟସ୍କା ଖୀର ମାଝି ଆଜି ସକାଳ ୧୦ଟା ବେଳେ ଗ୍ରାମ ନିକଟରେ ଥିବା ଗହିରକୁ ଧାନ ବାଛିବା ପାଇଁ ଯାଇଥିଲେ । ଜଙ୍ଗଲୀ ବାରାହା ଧାନ ମୂଳ ଖାଇ ଦେବାରୁ ଧାନ ଗଛ ସୁରକ୍ଷା ପାଇଁ ବିଦୁତ ତାର ବିଛାଇ ଥିଲେ । ଖୀର ମାଝୀ ସେହି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ । ପିସିଆର ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ମୃତ ଘୋଷଣା କରିଛନ୍ତି ।

   Related Posts