Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ବିଦ୍ୟୁତ ଆଘାତରେ ଚାଲିଗଲା ମହିଳାଙ୍କ ଜୀବନ

19/10/2020 at 9:58 AM

ଜଳେଶ୍ବର ୧୯।୧୦: ବିଦ୍ୟୁତ ଆଘାତରେ ମହିଳାଙ୍କ ମୃତ୍ୟୁ । ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଥାନା ନାମ୍ପୋ ଫାଣ୍ଡି ଅନ୍ତର୍ଗତ ନାମ୍ପୋ ପଞ୍ଚାୟତର ଆମ୍ବପୁଞ୍ଜା ଗ୍ରାମରେ ଘଟିଛି ଅଘଟଣ । ମୃତକ ହେଲେ ଗୌରୀମଣି ଜେନା । ତାଙ୍କ ବୟସ ୩୫ ।

ସୂଚନା ଅନୁସାରେ ରବିବାର ସନ୍ଧ୍ୟା ସମୟରେ ମହିଳା ଜଣଙ୍କ ଓଦା ଲୁଗା ପିନ୍ଧି ଇଲେକ୍ଟ୍ରି ସୁଇଚରେ ମାରିଦେଇଥିଲେ । ଫଳରେ ସେ ବିଦ୍ୟୁତ ଆଘାତର ଶିକାର ହୋଇଥିଲେ । ତେବେ ତୁରନ୍ତ ତାଙ୍କୁ ହସ୍ପିଟାଲକୁ ନିଆଯାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

   Related Posts