ନିଆଁରେ ପୋଡି ଗର୍ଭବତୀ ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ବାପଘରଲୋକ
11/02/2020 at 2:58 PM

ରାଉରକେଲା ୧୧।୨: ନିଆଁରେ ପୋଡି ହୋଇ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ହୋଇଛି । ରାଉରକେଲା ବନ୍ଧମୁଣ୍ଡା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ହତ୍ୟା ଅଭିଯୋଗ ଆଣିଛନ୍ତି ବାପଘର ଲୋକେ ।
ସୂଚନାଯୋଗ୍ୟ ଯେ, ରାଉରକେଲା ବନ୍ଧମୁଣ୍ଡା ଅଞ୍ଚଳରେ ୬ ବର୍ଷ ପୂର୍ବେ ବିବାହ କରିଥିଲେ ମହିଳାଙ୍କର ନିଆଁରେ ପୋଡି ହୋଇ ମୃତ୍ୟୁ ହୋଇଛି । ମହିଳାଙ୍କୁ ତାଙ୍କ ଶାଶୁ ଘର ଲୋକେ ନିର୍ଯାତନା ଦେଉଥିବା ବାପଘର ପକ୍ଷରୁ ଅଭିଯୋଗ ହୋଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
Related Posts
କଟକ ଏଆର୍ସିରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟ ଜାରି
28 January 2021
ବେଆଇନ ସସ୍ କାରଖାନା ଉପରେ ଚଢାଉ, ଜଣେ ଗିରଫ
28 January 2021
ବେଆଇନ କଫ ସିରପ ଘଟଣାର ପର୍ଦ୍ଦାଫାଶ, ୨ ନିଶା ବେପାରୀ ଗିରଫ
28 January 2021